Masthead

ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗ, ଦ୍ୱିତୀୟ ଦିନରେ ଅନଶନ

କଟକ (ବଡ଼ ଖବର ବ୍ୟୁରୋ): ମୂର୍ତ୍ତି ଉଚ୍ଚତାକୁ ନେଇ ଦ୍ବିତୀୟ ଦିନରେ ଆମରଣ ଅନଶନ । ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗରେ କଟକର ଦୁଇଟି ସ୍ଥାନରେ ଆମରଣ ଅନଶନରେ ବସିଛନ୍ତି କଟକବାସୀ। ଏଲଆଇସି ପାର୍କିଂ ପାଖରେ ଆମରଣ ଅନଶନରେ ବସିଛନ୍ତି କଟକର ୪୦ ଗୋଟି ସାମାଜିକ ସଂଗଠନର କର୍ମକର୍ତ୍ତା।

ଯେ ପର୍ଯ୍ୟନ୍ତ ସରକାର ମୂର୍ତ୍ତି ଉଚ୍ଚତା ଓ ପରଦା ଆଢୁଆ ରେ ମା’ଙ୍କ ପୂଜା ପାଇଁ ପୁନର୍ବିଚାର ନକରିଛନ୍ତି ସେ ପର୍ଯ୍ୟନ୍ତ ଅନଶନ ଜାରି ରହିବ ବୋଲି ସାମାଜିକ ସଂଗଠନ ସଦସ୍ୟମାନେ କହିଛନ୍ତି। ଅନ୍ୟପକ୍ଷରେ ହିନ୍ଦୁ ଜାଗରଣ ମଞ୍ଚ ପକ୍ଷରୁ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ ବସି ରହିଛନ୍ତି ଶହ ଶହ କର୍ମୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ