Masthead

ରାହୁଲଙ୍କ ବୈଷ୍ଣୋ ଦେବୀ ଦର୍ଶନ; ସେପଟେ ରାସ୍ତାରେ ବିଜେପି ଛିଞ୍ଚିଲା ଗଙ୍ଗାପାଣି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବାରମ୍ପାର କେନ୍ଦ୍ରକୁ ଟାର୍ଗେଟ କରି ଚର୍ଚ୍ଚାରେ ରହୁଥିବା ରାହୁଲ ଗାନ୍ଧି ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି । ଏଥର କୌଣସି ବୟାନ ଦେଇ ନୁହେଁ ବରଂ ମାତା ବୈଷ୍ଣୋ ଦେବୀଙ୍କ ଦର୍ଶନ କରି ଲାଇମଲାଇଟରେ ରହିଛନ୍ତି ରାହୁଲ ଗାନ୍ଧି । ତେବେ କଂଗ୍ରେସ ନେତା ରାହୁଲ ଗାନ୍ଧି ମାତା ବୈଷ୍ଣୋ ଦେବୀଙ୍କ ଦର୍ଶନ କରିବା ପରେ କଟଡାର ମୁଖ୍ୟସ୍ଥାନରେ ବିଜେପି ଗଙ୍ଗାଜଳ ଛିଞ୍ଚିଥିବାର କଥା ସାମ୍ନାକୁ ଆସିଛି । ଏ ଖବର ସାମ୍ନାକୁ ଆସିବା ପରେ ସାରା ଦେଶର ରାଜନୈତିକ ମାହୋଲ ବେଶ ସରଗରମ ହୋଇ ଉଠିଛି ।

ଅପରପକ୍ଷରେ କଂଗ୍ରେସ ଏହାକୁ ହଜମ ନ କରି ପାରି ବିଜେପିକୁ ଟାର୍ଗେଟ କରି ଗର୍ଜିଛି । ତେବେ କଂଗ୍ରେସ ଅଧ୍ୟକ୍ଷଙ୍କ ଦର୍ଶନ କରିବା ଦ୍ୱାରା ବିପେଜିର କଣ ଅସୁବିଧା ହେଉଛି ବୋଲି କିଛି ବରିଷ୍ଠ ନେତା ପ୍ରଶ୍ନ କରିଛନ୍ତି । ଏହା ସହ ବିଜେପିର ପୁରୁଣା ଅଭ୍ୟାସ ଧର୍ମକୁ ନେଇ ରାଜନୀତି କରିବା । ହେଲେ ପ୍ରତ୍ୟେକ ସ୍ଥାନରେ ଧର୍ମକୁ ନେଇ ରାଜନୀତି କରିବା ଠିକ ନୁହେଁ ବୋଲି କଂଗ୍ରେସର ବରିଷ୍ଠ ନେତାମାନେ ଗଣମାଧ୍ୟମ ନିକଟରେ ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା