Masthead

ଅଧିନାୟକ ପଦରୁ ଇସ୍ତଫା ଦେବେ ବିରାଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅଧିନାୟକ ପଦରୁ ଇସ୍ତଫା ଦେବେ ବିରାଟ । ନିଜର କ୍ରୀଡ଼ାକୁ ନେଇ ସାରା ବିଶ୍ୱରେ ବିରାଟ କୋହଲି ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି । ଏ ଖବର ସାମ୍ନାକୁ ଆସିବା ପରେ ସମସ୍ତ କ୍ରୀଡ଼ା ପ୍ରେମୀଙ୍କ ମନରେ ଶୋକର ଛାୟା ଖେଳିଯାଇଛି ।

ତେବେ ଟି-୨୦ ବିଶ୍ୱକପ ପରେ ସେ ଇସ୍ତଫା ଦେବେ ବୋଲି ଟ୍ୱିଟ କରି ସୂଚନା ଦେଇଛନ୍ତି । କେବଳ ଟି-୨୦ରୁ ବିରାଟ କୋହଲି ନେବେ ଇସ୍ତଫା । ନିଜର ପ୍ରଦର୍ଶନ ଫଳରେ ଦଳକୁ ଅନେକ ବାର ଜିତେଇଛନ୍ତି ବିରାଟ କୋହଲି । କିଛି ଦିନ ପୂର୍ବରୁ ଇଂଲଣ୍ଡ ବିପକ୍ଷ ମ୍ୟାଚରେ ମଧ୍ୟ ଭଲ ପ୍ରଦର୍ଶନ କରିଥିବାର ଦେଖିବାକୁ ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’