Masthead

ଦିଲ୍ଲୀ ମଡ଼େଲ ଏବେ ଉତ୍ତରପ୍ରଦେଶରେ !

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ): ସାରା ଦେଶର ନଜର ବର୍ତ୍ତମାନ ଉତ୍ତରପ୍ରଦେଶ ରାଜନୀତି ଉପରେ । ଏନେଇ ବିଭିନ୍ନ ଦଳ ପ୍ରଚାର ଆରମ୍ଭ କରିବା ସହ ବିଭନ୍ନ ପ୍ରକାରର ଯୋଜନା ସବୁ ଲୋକଙ୍କ ଆଗରେ ଉପସ୍ଥାପିତ କରୁଛି । ଏହା ମଧ୍ୟରେ ଆମ ଆଦମି ପାର୍ଟି ତା’ର ପୁରୁଣା ଯୋଜନାକୁ ଉତ୍ତରପ୍ରଦେଶରେ ଲାଗୁ କରିଛି । ତେବେ ୟୁପିରେ ଯଦି ଆମ ଆଦମି ପାର୍ଟି ସରକାର ଗଠନ କରିବ, ତାହାଲେ ଜନସାଧାରଣଙ୍କୁ ୩୦୦ ୟୁନିଟ ପର୍ଯ୍ୟନ୍ତ ବିଜୁଳି ମାଗଣାରେ ମିଳିବ । ଏନେଇ ଦଳ ଟ୍ୱିଟ କରି ସୂଚନା ଦେଇଥିବାର ଦେଖିବାକୁ ମିଳିଥିଲା ।

ଏଥିରେ ସ୍ପଷ୍ଟ କରାଯାଇଛି ଯେ ଆପ ସରକାର ଗଠନ କରିବାର ମାତ୍ର ୨୪ ଘଣ୍ଟା ମଧ୍ୟରେ ଘରୋଇ ଉପଭୋକ୍ତାଙ୍କୁ ୩୦୦ ୟୁନିଟର ବିଜୁଳି ମାଗଣାରେ ଯୋଗାଇ ଦିଆଯିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ