Masthead

କାବୁଲରେ ପୁଣି ରକେଟ୍ ମାଡ଼

(ବଡ଼ ଖବର ବ୍ୟୁରୋ): କାବୁଲରେ ପୁଣି ସିରିଏଲ ରକେଟ୍ ମାଡ଼ । କାବୁଲର ପାୱାର ଷ୍ଟେସନକୁ ଟାର୍ଗେଟ କରି ରକେଟ୍ ମାଡ଼ କରାଯାଇଥିବା ସୂଚନା ମିଳିଛି । ଏହି ରକେଟ୍ ମାଡ଼ ପଛରେ ଆତଙ୍କବାଦୀ ସଙ୍ଗଠନ ଆଇଏସଆଇଏସ ହାତ ଥିବା କୁହାଯାଉଛି । ରକେଟ ମାଡ଼ ଫଳରେ କାବୁଲ ସହରର ଅନେକ ସ୍ଥାନରେ ବିଜୁଳି ଯୋଗାଣ ବନ୍ଦ ରହିଛି ।

ଏହାପୂର୍ବରୁ ଆଫଗାନିସ୍ତାନର କାବୁଲ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅଗଷ୍ଟ ୨୬ ତାରିଖରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା । ଏହି ଆକ୍ରମଣରେ ୧୩ ଜଣ ଆମେରିକୀୟ ସୈନିକଙ୍କ ସମେତ ୧୦୦ ରୁ ଅଧିକ ଲୋକ ପ୍ରାଣ ହରାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା