ଦେଶରେ ୭୪,୪୪୨ ନୂତନ କରୋନା ମାମଲା

ନୂଆଦିଲ୍ଲୀ ( ବଡ଼ ଖବର ବ୍ୟୁରୋ):ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ କୋଭିଡ-୧୯ର ୭୪,୪୪୨ଟି ନୁଆ ମାମଲା ରିପୋର୍ଟ ହୋଇଛି । ରବିବାର ତୁଳନାରେ ଆଜି ନୂଆ ମାମଲାରେ ସାମାନ୍ୟ ହ୍ରାସ ଘଟିଛି । କିନ୍ତୁ କରୋନା ନେଇଛି ୯୦୩ଙ୍କ ମୁଣ୍ଡ । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଏହି ସୂଚନା ଦେଇଛି ।

ଦେଶରେ ମୋଟ କରୋନା ମାମଲା ୬୬ଲକ୍ଷ ଅତିକ୍ରମ କରିଛି । ସମୁଦାୟ ୬୬,୨୩,୮୬୧ଜଣ ଆକ୍ରାନ୍ତ ହୋଇଛନ୍ତି । ଏବେ ସକ୍ରିୟ ମାମଲା ସଂଖ୍ୟା ୯,୩୪,୪୨୭ । ୫୫,୮୬,୭୦୪ ରୋଗୀ ସୁସ୍ଥ ହୋଇଛନ୍ତି । ଦେଶରେ ଆଜି ସୁଦ୍ଧା ୧,୦୨,୬୮୫ ରୋଗୀଙ୍କର ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’