Masthead

ରାଜ୍ୟରେ ବନ୍ୟା ଆଶଙ୍କା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମହାନଦୀର ଉପର ମୁଣ୍ଡ ଛତିଶଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି । ଏହା ମହାନଦୀ ଓ ଶାଖା ନଦୀରେ ଚଳିତ ବର୍ଷର ପ୍ରଥମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ସ୍ଥିତି ଏପରି ହୋଇଛି ଯେ ଶନିବାର ପୁରୀ , କଟକ , କେନ୍ଦ୍ରପଡ଼ା, ଜଗତସିଂହପୁର ଜିଲ୍ଲାରେ ବିଭିନ୍ନ ନଦୀରେ ବନ୍ୟା ଆସିବ ।

ଏହାକୁ ନଜର ରଖି ସ୍ୱତନ୍ତ୍ର ରିଲିଫ କମିଶନର ୪ ଜିଲ୍ଲା ପ୍ରଶାସନ ଓ ବାସିନ୍ଦାଙ୍କୁ ସର୍ତକ କରାଯାଇଛି । ବଡ଼ ବନ୍ୟା ନହେଲେ ବି ନିମ୍ମ ବା ମଧ୍ୟମ ଧରଣର ବନ୍ୟା ପରିସ୍ଥିତି ସୃଷ୍ଟି କରିବ ବୋଲି ଏସଆରସି କହିଛନ୍ତି । ସୋମବାର ପୂର୍ଣ୍ଣିମା ଥିବାରୁ ସମୁଦ୍ର ପାଣି ଟାଣିବନି । ଶନିବାର ବନ୍ୟା ଆସିବା ପରେ ତିନିରୁ ଚାରିଦିନ ଅଧିକାଂଶ ସ୍ଥାନ କୂଳ ଲଙ୍ଘିବ । ଏପରି ସ୍ଥିତିରେ ତଳିଆ ଅଂଚଳରେ ଘାଇ ସୃଷ୍ଟି ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ