Masthead

ମୂର୍ତ୍ତି ଉଚ୍ଚତା ବିବାଦ, ଆଜି ଆସିବ ରାୟ

କଟକ(ବଡ଼ ଖବର ବ୍ୟୁରୋ): ମୂର୍ତ୍ତି ଉଚ୍ଚତା ବିବାଦ । ଆଜି ଆସିବ ହାଇକୋର୍ଟଙ୍କ ରାୟ । ନିଜ ନିଜ ଜିଦରେ ଅଟଳ ରହିଛନ୍ତି ଉଭୟ ସରକାର ଓ କଟକ ପୂଜା କମିଟି । ଦୁର୍ଗା ପୂଜା ପାଖେଇ ଆସୁଥିବା ବେଳେ ମୂର୍ତ୍ତି ଉଚ୍ଚତା ଉପରୁ କଟକଣା ହଟାଇବା ଦାବି ତେଜିବାରେ ଲାଗିଛି । ଗତକାଲି ହାଇକୋର୍ଟରେ ଶୁଣାଣି ଶେଷ ହୋଇଥିବା ବେଳେ ଆଜି ରାୟ ଆସିବ ।

ତେବେ ଉଚ୍ଚତା କମିଲେ ସମସ୍ୟା କଣ ବୋଲି ଆବେଦନକାରୀଙ୍କୁ ପ୍ରଶ୍ନ କରିଛନ୍ତି ହାଇକୋର୍ଟ । ଏବଂ ନିୟମ କେବଳ କଟକ ପାଇଁ ନୁହେଁ ସାରା ଓଡ଼ିଶା ପାଇଁ । ମୂର୍ତ୍ତିର ଉଚ୍ଚତା ୪ଫୁଟ ଭିତରେ ରଖିବାକୁ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ କେବଳ କଟକର ପୂଜା କମିଟି ଓ ଅନ୍ୟ ସାମାଜିକ ସଂଗଠନ ଗୁଡିକ ଏହାକୁ ବିରୋଧ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ