Masthead

୫ ଦିନ ବନ୍ଦ ରହିବ ଭୁବନେଶ୍ୱର ତହସିଲ ଓ ସବ୍-କଲେକ୍ଟର ଅଫିସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଭୁବନେଶ୍ୱର ସବ-କଲେକ୍ଟର ଅଫିସ ଓ ତହସିଲ ଅଫିସ ଉଭୟ ୫ ଦିନ ପାଇଁ ବନ୍ଦ କରାଯାଇଛି । ଆଜିଠୁ ୨୧ ତାରିଖ ଯାଏଁ ଉଭୟ ଅଫିସ ବନ୍ଦ ରହିବା ନେଇ ସୂଚନା । ଉଭୟ ଅଫିସରୁ ୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏପରି ପଦକ୍ଷେପ ନିଆଯାଇଛି । ତେବେ ସବ୍ କଲେକ୍ଟର ଅଫସିରୁ ତିନି ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ତହସିଲ ଅଫିସରୁ ୨ ଜଣ ଅତିରିକ୍ତ ତହସିଲଦାର ପଜିଟିଭ ଚିହ୍ନଟ ହୋଇଛନ୍ତି । ଅଫିସ କର୍ମଚାରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ୨ କାର୍ଯ୍ୟାଳୟକୁ ୫ ଦିନ ପାଇଁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ସବ୍-କଲେକ୍ଟର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ।

ତେବେ ସୂଚନା ଅନୁସାରେ ରାଜ୍ୟରେ ଗତ ୨୪ ଘଣ୍ଡାରେ ୬୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ