Masthead

ବିଶ୍ୱ ବିନ୍ଧାଣୀ ବିଶ୍ୱକର୍ମା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବିଶ୍ୱକର୍ମା ପୂଜା । ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୂଳଦେବତା । ଭାଦ୍ରବ ମାସ କନ୍ୟା ସଂକ୍ରାନ୍ତିରେ ମର୍ତ୍ତ୍ୟରେ ଆବିର୍ଭୁତ ହୋଇଥିଲେ ଦେବଶିଳ୍ପୀ ବିଶ୍ୱକର୍ମା । ତ୍ୱଷ୍ଟା ନାମରେ ସେ ବିଦିତ । ଦିବ୍ୟ ବସ୍ତ୍ର ପରିହିତ, ନାନାଦି ରତ୍ନାଳଙ୍କାରରେ ବିଭୂଷିତ । ସେ ମହାଜ୍ଞାନୀ, କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର, ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ।

ପ୍ରଜାପତି ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ ବୋଲି ପୁରାଣରେ ବର୍ଣ୍ଣନା ରହିଛି । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ସେ ସୃଷ୍ଟି ସର୍ଜନା କରିଥିଲେ । ସେ ସକଳ ଶିଳ୍ପକଳାର ଜନକ । ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ରାଜ୍ୟରେ କୋଭିଡ କଟକଣା ମଧ୍ୟରେ ଶିଳ୍ପ ନଗରୀରେ ବିଶ୍ୱକର୍ମାଙ୍କ ପୂଜା ନିରାଡ଼ମ୍ବର ଭାବେ ପାଳନ କରାଯାଉଛି । ବିଶେଷ କରି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ