Masthead

କେରଳରେ ବଢୁଛି ସଂକ୍ରମଣ

କେରଳ(ବଡ଼ ଖବର ବ୍ୟୁରୋ): ଦେଶରେ କରୋନା ସ୍ଥିତି ଥମିବାରେ ଲାଗିଛି । ଦ୍ୱିତୀୟ ତରଙ୍ଗ ପରେ ସାରା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିବା ବେଳେ କେରଲରେ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଯାହା ସାରା ଭାରତ ପାଇଁ ଚିନ୍ତାର ବିଷୟ ପାଲଟିଛି । ଗତ ଚାରି ଦିନ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୩୦ ହଜାରରେ ପହଞ୍ଚିଛି । କ୍ରମାଗତ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା କରୋନାର ତୃତୀୟ ଲହରକୁ ସୂଚାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ୩୪,୪୦୩ଟି ନୂଆ କରୋନା ସଂକ୍ରମଣ ରିପୋର୍ଟ ହୋଇଛି ।

ଏହା ସହ ସଂକ୍ରମଣରୁ ସୁସ୍ଥ ହେଉଥିବା ଲୋକଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇଛି । କରୋନାରୁ ପୁନରୁଦ୍ଧାର ହାର ୯୭.୬୫% କୁ ବୃଦ୍ଧି ପାଇଛି । କରୋନା ସମ୍ବନ୍ଧରେ ଦେଶର ଅନେକ ରାଜ୍ୟରେ ପରିସ୍ଥିତି ସ୍ୱାଭାବିକ ହେଉଥିବାବେଳେ କେରଳରୁ ବାହାରୁଥିବା ମାମଲା ସମଗ୍ର ଦେଶର ଚିନ୍ତା ବଢାଇଛି । ଲଗାତାର ଅନେକ ଦିନ ଧରି କେରଳରେ ୨୦-୨୨ ହଜାର ନୂଆ ମାମଲା ରୁଜୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ