କାଲିଠୁ ପୁଣି ବର୍ଷିବ

ଭୁବନେଶ୍ୱର(ବଡ଼ ଖବର ବ୍ୟରୋ):  ପୂର୍ବ-କେନ୍ଦ୍ର ବଙ୍ଗୋପସାଗର ଓ ମିଆଁମାର ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଓଡିଶାରେ ଆଜିଠୁ ପୁଣି ବର୍ଷା ହେବା ଆରମ୍ଭ ହୋଇଛି । ପ୍ରଭାବରେ ଆସନ୍ତାକାଲି ସକାଳ ସାଢେ ୮ଟାଠାରୁ ୨୧ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଉତ୍ତର, ଉପକୂଳ ଓ ଆଭ୍ୟନ୍ତର ଓଡିଶାରେ ବର୍ଷା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ସୂଚନା ଅନୁସାରେ ଆସନ୍ତା କାଲି ଭଦ୍ରକ,ମୟରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ୟୋଲୋ ୱାର୍ଣ୍ଣଂ ଜାରି କରାଯାଇଛି ।

ସେହିପରି ୧୯ ଓ ୨୦ ତାରିଖ ଦୁଇ ଦିନ ପାଇଁ ରାଜ୍ୟର ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଦିଆଯାଇଛି। ତେବେ ସେହି ଜିଲ୍ଲା ଗୁଡିକ ହେଲା ଭଦ୍ରକ,ବାଲେଶ୍ୱର,ଯାଜପୁର,କେନ୍ଦ୍ରାପଡା,କଟକ,ଜଗତସିଂହପୁର,ଖୋର୍ଦ୍ଧା,ପୁରୀ,ନୟାଗଡ,ଢେଙ୍କାନାଳ,କେନ୍ଦୁଝର,କନ୍ଧମାଳ,ସୁନ୍ଦରଗଡ,ମୟରଭଞ୍ଜ,ମାଲକାନଗିରି ଓ କୋରାପୁଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!