Masthead

ଇଡିକୁ ହାଇକୋର୍ଟରେ ଚ୍ୟାଲେଞ୍ଜ

କୋଲକାତା(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ତଥା ଟିଏମସିର ସାଧାରଣ ସମ୍ପାଦକ ଅଭିଷେକ ବାର୍ନାଜୀ ଇଡି ସମନକୁ ଚ୍ୟାଲେଞ୍ଜ କରିଛନ୍ତି । ତାଙ୍କୁ ଏବଂ ତାଙ୍କ ପତ୍ନୀଙ୍କୁ ଇଡି ସମନ କରିବା ପରେ ଏନେଇ ଦିଲ୍ଲୀ ହାଇକୋର୍ଟରେ ପିଟିସନ ଦାୟର କରିଛନ୍ତି ଅଭିଷେକ । ସେ ଏହି ସମନକୁ ଖାରଜ କରିବାକୁ ଦାବି କରିଛନ୍ତି । ମନିଲଣ୍ଡ୍ରିଂ ମାମଲାରେ ଅଭିଷେକ ଓ ତାଙ୍କ ପତ୍ନୀଙ୍କୁ ଇଡି ସମନ କରିଥିଲା ।

ତାଙ୍କ ପତ୍ନୀ ପ୍ରଥମେ ଏହାକୁ ଖାରଜ କରି ଦିଲ୍ଲୀ ଆସିବାକୁ ମନା କରି ଇଡିକୁ ଯଦି ତାଙ୍କୁ ପଚରାଉଚରା କରିବାର ଅଛି ତ କୋଳକାତା ଆସିବାକୁ କହିଥିଲେ । ଯାହାକୁ ନେଇ ଅଭିଷେକ ବାନାର୍ଜୀ ହାଇକୋର୍ଟଙ୍କୁ ଅପିଲ କରିଛନ୍ତି । ଏହାବ୍ୟତୀତ ଦିଲ୍ଲୀ ହାଇକୋର୍ଟରେ ଅଭିଷେକ ଏହାମଧ୍ୟ ଆବେଦନ କରିଛନ୍ତି ଯେ, ଆଗାମୀ ଆଇନଗତ ପ୍ରକ୍ରିୟା ପାଇଁ ଦିଲ୍ଲୀରେ ପଚରାଉଚରା ନକରି କୋଲକାତାରେ କରାଯାଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି