Masthead

ଆଜି ପ୍ରକାଶ ପାଇବ ଯୁକ୍ତ-୨ ଦ୍ୱିତୀୟ ପର୍ଯ୍ୟାୟ କଟଅଫ୍ ମାର୍କ

ଭୁବନେଶ୍ୱର (ବଡ ଖବର ବ୍ୟୁରୋ): ଆଜି ଯୁକ୍ତ-୨ ଦ୍ୱିତୀୟ ପର୍ଯ୍ୟାୟ କଟଅଫ୍ ମାର୍କ ପ୍ରକାଶ ପାଇବ । ରାଜ୍ୟରେ ୨ ହଜାରରୁ ଅଧିକ କଲେଜରେ ପ୍ରାୟ ୧ ଲକ୍ଷ ୬୦ ହଜାର ସିଟ୍ ଖାଲି ରହିଛି । ଦ୍ୱିତୀୟ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ ପାଇବା ପରେ ଆସନ୍ତା ୬ ରୁ ୮ ତାରିଖ ମଧ୍ୟରେ ନାମଲେଖା ହେବ । ଚଳିତ ଶିକ୍ଷାବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୨ ଲକ୍ଷ ୯୫ ହଜାର ଛାତ୍ରାଛାତ୍ରୀ ନାମଲେଖାଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ୨ ହଜାର ୨୮ଟି ଜୁନିଅର କଲେଜରେ ମୋଟ ୪ ଲକ୍ଷ ୫୩ ହଜାରରୁ ଅଧିକ ସିଟ୍ ରହିଛି । ଅକ୍ଟୋବର ୮ ତାରିଖ ସୁଦ୍ଧା ନାମଲେଖାଇଥିବା ଛାତ୍ରଛାତ୍ରୀଙ୍କ ତାଲିକା ଅନଲାଇନରେ ଅପଲୋଡ୍ କରାଯିବ । ଆସନ୍ତା ୧୩ ତାରିଖରେ ସ୍ପଟ୍ ଆଡମିସନ୍ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ଛାତ୍ରଛାତ୍ରୀମାନେ ୨ଦିନ ମଧ୍ୟରେ ବଳକା ସିଟ୍ ପାଇଁ ଆବେଦନ କରିପାରିବେ । ୧୫ରେ ସ୍ପଟ୍ ଆଡମିସନ୍ ପାଇଁ ଶେଷ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ ପାଇବ । ଅକ୍ଟୋବର ୧୭ ସୁଦ୍ଧା ନାମଲେଖା ପ୍ରକ୍ରିୟା ଶେଷ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ