Masthead

ହୀରାକୁଦରେ କମୁଛି ଜଳସ୍ତର

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ହୀରାକୁଦରେ କମୁଛି ଜଳସ୍ତର । ବନ୍ଦ ହେଲା ୪ଟି ଗେଟ୍ । ଏବେ ୨୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଏବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୮.୨୯ ଫୁଟ । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରକୁ ପ୍ରବେଶ କରୁଛି ୩ ଲକ୍ଷ ୭୧ ହଜାର ୨୭୪ ଘନଫୁଟ ଜଳ । ସେହିପରି ୪ ଲକ୍ଷ ୯ ହଜାର ୩୮୩ ଘନଫୁଟ ଜଳ ନିଷ୍କାସିତ ହେଉଛି ।

ସେପଟେ ମହାନଦୀରେ ବନ୍ୟା ପାଣି ପ୍ରବାହିତ ହେବା ପରେ ତଳି ଅଂଚଳ ଲୋକଙ୍କ ଚିନ୍ତା ବଢିଛି । ଭୟ ଭିତରେ ରହିଛନ୍ତି ପୁରୀ ଜିଲ୍ଲାର ତଳି ଅଂଚଳର ଲୋକେ । ଜିଲ୍ଲାର ଲୁଣା, ରତ୍ନଚିରା, ଦୟା, ଭାର୍ଗବୀ, କୁଶଭଦ୍ରା, ଧନୁଆଁ, ଦେବୀ ଆଦି ନଦୀରେ ବନ୍ୟା ଜଳ ପ୍ରବାହିତ ହେବା ପରେ ଏବେ କଣାସ, ଗୋପ, କାକଟପୁର, ଅସ୍ତରଙ୍ଗ ଆଦି ଅଂଚଳରେ ବନ୍ୟାଜଳ ପ୍ରବାହିତ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ