Masthead

ତୃଣମୂଳ କଂଗ୍ରେସରେ ଯୋଗ ଦେଲେ ବାବୁଲ ସୁପ୍ରିଓ

କୋଲକାତା(ବଡ଼ ଖବର ବ୍ୟୁରୋ) :     ତୃଣମୂଳ କଂଗ୍ରେସରେ ଯୋଗ ଦେଲେ ବିଜେପି ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବାବୁଲ ସୁପ୍ରିଓ । ନିକଟରେ ବିଜେପିରୁ ଇସ୍ତଫା ଦେବା ସହିତ ରାଜନୀତିରୁ ସନ୍ନ୍ୟାସ ଘୋଷଣା କରିଥିଲେ । ଆଉ କୌଣସି ଦଳରେ ଯୋଗ ଦେବେ ନାହିଁ ବୋଲି କହିଥିଲେ । ତେବେ ସୂଚନା ଅନୁସାରେ , କେନ୍ଦ୍ରରୁ ମନ୍ତ୍ରୀ ପଦ ଚାଲିଯିବା ପରେ ଅସନ୍ତୁଷ୍ଟ ହୋଇ ସେ ବିଜେପି ଛାଡିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ