Masthead

ଆଜିଠୁ ୟୁଏଇରେ ଆଇପିଏଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ୟୁଏଇରେରେ ଆଇପିଏଲ । ବିଶ୍ୱର ସର୍ବଶ୍ରେଷ୍ଠ ଟି୨୦ ଲିଗ୍ ଇଣ୍ଡିଆନ ପ୍ରିମିୟର ଲିଗ୍ ପୁଣିଥରେ ଆରମ୍ଭ ହେବାକୁ ଯାଉଛି । ରବିବାର ଠାରୁ ଆଇପିଏଲ ସିଜନ-୧୪ର ବଳକା ମ୍ୟାଚ୍ ଖେଳାଯିବ । ରବିବାର ସନ୍ଧ୍ୟା ସାଢ଼େ ୭ରେ ମୁମ୍ବାଇ ଇଣ୍ଡିଆନ୍ସ ଓ ଚେନ୍ନାଇ ସୁପରକିଙ୍ଗସ ମୁକାବିଲା ।

କରୋନା ଦ୍ବିତୀୟ ଲହର ପାଇଁ ଅଧାରୁ ସ୍ଥଗିତ ଥିଲା ଟୁର୍ଣ୍ଣାମେଣ୍ଟ । ଫାଇନାଲକୁ ମିଶାଇ ଆହୁରି ୩୧ ମ୍ୟାଚ ଖେଳାଯିବ । ଦୀର୍ଘ ୪ ମାସ ପରେ ଲିଗ୍‌ ଆରମ୍ଭ ହେଉଥିବାରୁ ପ୍ରଥମରୁ ଲୟରେ ରହିବାକୁ ଉଭୟ ଦଳ ଆଶା ରଖିଛନ୍ତି। ଷ୍ଟାଡିୟମରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗସ ଓ ରୋହିତ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ପରସ୍ପରକୁ ଭେଟିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ