Masthead

ବିପର୍ଯ୍ୟୟ ପଥରେ ବିଶ୍ୱ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆକଳନ ସମୟଠାରୁ ଜଳବାୟୁ ପରିବର୍ତ୍ତନ ଶୀଘ୍ର ଘଟୁଛି ଏବଂ ଜୀବାଶ୍ମ ଇନ୍ଧନରୁ ଗ୍ରୀନହାଉସ ଗ୍ୟାସ ନିର୍ଗମନ ବୃଦ୍ଧି ପାଉଛି । ତେଣୁ ବିଶ୍ୱତାପନ ଏବଂ ଜଳବାୟୁ ବିପର୍ଯ୍ୟୟକୁ ରୋକିବା ପାଇଁ ଗ୍ରୀନହାଉସ ଗ୍ୟାସ ନିର୍ଗମନକୁ ଶୀଘ୍ର ଏବଂ ବୃହତ ଆକାରରେ ହ୍ରାସ କରିବାକୁ ଜାତିସଂଘ ମୁଖ୍ୟ ଗୁଟେରେସ ଶୁକ୍ରବାର ଆହ୍ୱାନ ଦେଇଛନ୍ତି । ଅକ୍ଟୋବର ୩୧ରୁ ନଭେମ୍ବର ୧୨ ଯାଏଁ ସ୍କଟଲାଣ୍ଡର ଗ୍ଲାସଗୋର ହେବାକୁ ଥିବା ଜାତିସଂଘର ୨୬ ତମ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ ପୂର୍ବରୁ ଗୁଟେରେସଙ୍କ ଆହ୍ୱାନ ଗୁରୁତ୍ୱ ବହନ କରୁଛି ।

୨୦୧୫ରେ ଅନୁଷ୍ଠିତ ପ୍ୟାରିସରେ ଅନୁଷ୍ଠିତ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀରେ ଏକ ଐତିହାସିକ ରାଜିମାନା ଖସଡ଼ା ପ୍ରସ୍ତୁତ ହୋଇଥିଲା । ସୂଚନା ଅନୁଯାୟୀ, ବିଶ୍ୱତାପନ ୨ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ କରିବା ପାଇଁ ୧୯୧ଟି ଦେଶର ନେତୃବୃନ୍ଦ ନିଷ୍ପତ୍ତି ନେଇଥିଲେ । ଏହା ସହ ମନୁଷ୍ୟ କୃତ ବିଶ୍ୱତାପନକୁ ପୂର୍ବ-ଔଦ୍ୟୋଗିକ ତାପମାତ୍ରାଠାରୁ ୧.୫ ଡିଗ୍ରୀ ସେଲସିୟସ ମଧ୍ୟରେ ସୀମିତ ରଖାଯିବାକୁ ଲକ୍ଷ୍ୟ ରଖାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି