Masthead

ସିଲ ହେଲା ବାର: ଲିଫ୍ଟରେ ଫସିଲେ ବିଏମସି ଅଧିକାରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜଧାନୀରେ ସିଲ ହେଲା ଦୁଇଟି ବାର । ଭୁବନେଶ୍ବର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ବିବିଆଇ ଓ ଉପ୍ରେ ବାର ସିଲ କଲା ବିଏମ୍ ସି । ଏହି ୨ ବାରକୁ ଅନିର୍ଦିଷ୍ଟ କାଳ ପାଇଁ ବନ୍ଦ କରାଯାଇଛି । କରୋନା କଟକଣାକୁ ଉଲ୍ଲଘଂନ କରି ବିଳମ୍ବିତ ରାତି ପର୍ଯ୍ୟନ୍ତ ରାଜଧାନୀରେ ଚାଲିଥିଲା ବାର । ବାର ମ୍ୟାନେଜରଙ୍କ ସହ ୪ ଜଣଙ୍କୁ ଚନ୍ଦ୍ରଶେଖରପୁର ଥାନାରେ ଅଟକ ରଖାଯାଇଛି ।

ଗତକାଲି ବାର ଉପରେ ଚଢାଉ ସମୟରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ ବିଏମ୍ସି ଅଧିକାରୀ । ରେଡ୍ ସମୟରେ ବିଏମସି ଗାଡି ଦେଖି ହୋଟେଲ ସିକ୍ୟୁରିଟି ଗାର୍ଡ ଲିଫ୍ଟ ବନ୍ଦ କରି ଦେଇଥିଲେ । ଫଳରେ ବିଏମସିର ଦୁଇ ଅଧିକାରୀ ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଲିଫ୍ଟରେ ଫସି ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା