Masthead

ନିର୍ବାଚନ ପାଇଁ ସଜବାଜ ହେଉଛନ୍ତି ବିଜେପି ଓ ଟିଏମସି

କୋଲକାତା(ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ପଶ୍ଚିମବଙ୍ଗ ଉପ ନିର୍ବାଚନ ଆସନ୍ତା ୩୦ ତାରିଖରେ ହେବାକୁ ଯାଉଛି । ଏନେଇ ଦଳ ନିଜର ଜୋରଦାର ପ୍ରଚାର ଆରମ୍ଭ କରିଛି । ସେପଟେ ମମତାଙ୍କ ବିରୋଧରେ ବିଜେପି ପ୍ରିୟଙ୍କା ତିବ୍ରେୱାଲାଙ୍କୁ ମଇଦାନକୁ ଓହ୍ଲାଇଛି । ନିର୍ବାଚନରେ ଟିଏମସିକୁ କଡ଼ା ଟକ୍କର ଦେବା ପାଇଁ ଋଣନୀତି ମଧ୍ୟ ବିଜେପି ପ୍ରସ୍ତୁତ କରିଥିବାର କଥା ସାମ୍ନାକୁ ଆସୁଛି ।

କାହିଁକିନା ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ ଜୋର ଦାର ପ୍ରଚାର କରୁଥିବା ବେଳେ ବିଜେପି ପୂର୍ବ ପରି ଏଠାରେ ବଡ଼ ରାଲି କରୁନଥିବାର ଦେଖିବାକୁ ମିଳିଛି । ଏପରି କରି ସମସ୍ତଙ୍କର ଦୃଷ୍ଟିକୁ ଆକର୍ଷଣ କରିବାର ଯୋଜନା କରିଛି ଭାରତୀୟ ଜନତା ପାର୍ଟି । ତେବେ ନିର୍ମାଚନୀ ହିଂସା ବଢୁଥିବାରୁ ବିଜେପି ଏପରି ଋଣନୀତି ଆପଣାଇଛି ବୋଲି ପଶ୍ଚିମବଙ୍ଗ ବିଜେପି ସଭାପତି ଦିଲ୍ଲୀପ ଘୋଷ କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ