Masthead

କୋଦଳାରେ ନୃଶଂସ ହତ୍ୟା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା କୋଦଳା ଖଦାଳ ସାହିରେ ଗୋଷ୍ଠୀ କନ୍ଦଳ । ଗୋଷ୍ଠୀ କନ୍ଦଳରୁ ହତ୍ୟାକାଣ୍ଡ । ମୃତ ଯୁବକ ହେଲେ କାଳୁ ଦାସ । ତାଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।

କୋଦଳା ଥାନା କୋଦଳା ଖଡାଳ ସାହିରେ ଘଟିଛି ଏକ ଅଭାବନୀୟ ଘଟଣା। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କାଳୁଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ