Masthead

ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସର କସରତ

ପିପିଲି(ବଡ଼ ଖବର ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସର କସରତ। ଆସନ୍ତାକାଲିଠାରୁ ପ୍ରଚାର ଆରମ୍ଭ । ଉପନିର୍ବାଚନା ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି । କଂଗ୍ରେସର କେନ୍ଦ୍ରୀୟ ସମନ୍ୱୟ କମିଟିର ବୈଠକ।

କମିଟିର ଅଧ୍ୟକ୍ଷ ଅଛନ୍ତି ଚିରଞ୍ଜୀବ ବିଶ୍ୱାଳ। ତାଙ୍କ ଅଧ୍ୟକ୍ଷତାରେ ବୈଠକ ଚାଲିଛି। କମିଟିରେ ୧୧ ଜଣ ସଦସ୍ୟ ଅଛନ୍ତି । ପ୍ରଚାର ରଣନୀତି ନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରୁଛି କୋଡ଼ିନେସନ ଟିମ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼