Masthead

୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ, ତିନି ଗିରଫ

 

ମାଲକାନଗିରି: (ବଡ଼ ଖବର ବ୍ୟୁରୋ)  ମାଲକାନଗିରି ଜିଲ୍ଲା ଅବକାରୀ ବିଭାଗକୁ ମିଳିଲା ପୁଣି ଏକ ବଡ ସଫଳତା । ଜିଲ୍ଲାର ପଦ୍ମଗିରି ଅଞ୍ଚଳରୁ ଗଞ୍ଜେଇ ନେଇ ସୁଦୂର ଛତିଶଗଡ କୁ ଚୋରା ଚାଲାଣ କରିବା ସମୟରେ ପିକଅପ ଗାଡି ସହ ୩ ଜଣକୁ ଗିରଫ କରିଛି ଜିଲ୍ଲା ଅବକାରୀ । ଅବକାରୀ ବିଭାଗର କର୍ମଚାରୀ ମାନେ ସର୍ଗିଗୁଡା  ନିକଟରେ ପାଟ୍ରୋଲିିଂଗ ସମୟରେ ଗୁଇନ୍ଦା ସୂଚନା ପାଇ ପିକଅପ  ଗାଡିଟିକୁ ଯାଞ୍ଚ କରିବା ସମୟରେ ୩ ଜଣଙ୍କୁ  ଗିରଫ କରିଥିବା ବେଳେ ଅନ୍ୟ ଦୁଇ ଜଣ ଅବକାରୀ କର୍ମଚାରୀଙ୍କୁ ଚକମା ଦେଇ ଫେରାର ହୋଇ ଯାଇଛନ୍ତି । ଏମାନଙ୍କ ନିକଟରୁ ୭୦୦ କେଜି ଗଞ୍ଜେଇ ଜବତ ହୋଇଥିବା ବେଳେ ଏହାର ଅନୁମାନିକ ବାଜାର ମୂଲ୍ୟ ପ୍ରାୟ ୫୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଅବକାରି ଏସପି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ