Masthead

ଡ୍ରେନ ପାଣିରେ ଭାସିଗଲେ ଦଶମ ଶ୍ରେଣୀ ଛାତ୍ର

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ ) :  ରାଜଧାନୀରେ ଅଭାବନୀୟ ଘଟଣା । ଡ୍ରେନପାଣିରେ ଭାସିଗଲେ ଦଶମ ଶ୍ରେଣୀ ଛାତ୍ର । ଶତାଦ୍ଦୀ ନଗର ବ୍ୟାଙ୍କ କଲୋନୀ ପାଖ ଡ୍ରେନ ପାଣିରେ ଭାସିଗଲେ ଛାତ୍ର। ଟ୍ୟୁସନ ଯାଉଥିବା ବେଳେ ଗୋଡ ଖସି ଡ୍ରେନ ଭିତରକୁ ଚାଲିଯାଇଥିଲେ। ଫଳରେ ଡ୍ରେନପାଣିରେ ଭାସିଯାଇଛନ୍ତି। ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ନିଖୋଜ ନାବାଳକଙ୍କ ନାମ ଜ୍ୟେତିର୍ମୟ ବେହେରା। ଜ୍ୟେତିର୍ମୟଙ୍କ ବୟସ ୧୫ ବର୍ଷ। ସରସ୍ଵତୀ ଶିଶୁ ମନ୍ଦିରରେ ୧୦ମ ଶ୍ରେଣୀରେ ପଢନ୍ତି ଜ୍ୟେତିର୍ମୟ । ତେବେ ଏ ଯାଏ ପତ୍ତା ମିଳିପାରିନାହିଁ । ତେବେ ଡ୍ରେନ ନିକଟରୁ ନାବାଳକଙ୍କ ସାଇକେଲ ଉଦ୍ଧାର କରାଯାଇଛି । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା