Masthead

୧୯ ବିଜେଡି ନେତାଙ୍କ ନାଁରେ ମାମଲା ରୁଜୁ

ଗାଇସିଲେଟ(ବଡ଼ ଖବର ବ୍ୟୁରୋ):୧୯ ବିଜେଡି ନେତାଙ୍କ ନାଁରେ ମାମଲା ରୁଜୁ। ବରଗଡ଼ ଜିଲ୍ଲା ଗାଇସିଲେଟର ବିଜେଡି ନେତା ପ୍ରଣୟ ସାହୁଙ୍କ ସମେତ ୪ ଜଣଙ୍କ ନାଁରେ ମାମଲା ରୁଜୁ ହୋଇଛି।  ସେପ୍ଟେମ୍ବର ୧୬ ତାରିଖରେ ଉପାଧ୍ୟକ୍ଷ ପ୍ରଣୟ ସାହୁ ,ସମିତି ସଭ୍ୟ ଦେବେନ୍ ଯୋଶୀ , ରବିନ ଠାକୁର , କଏରୁ ସାହୁ ସମେତ ୧୫ରୁ ଅଧିକ ଲୋକ ଗାଇସିଲେଟ ଥାନାକୁ କୌଣସି ଅଭିଯୋଗ ପାଇଁ ଯାଇଥିଲେ। ଥାନାର କିଛି କର୍ମଚାରୀଙ୍କ ସହ ପାଟିତୁଣ୍ଡ ହୋଇଥିଲା।

ତେବେ ମହିଳା ପୁଲିସ ସମେତ ଏଏସଆଇଙ୍କୁ ଦୁର୍ବ୍ୟବହାର ଓ ଧମକାଇବା ଅଭିଯୋଗରେ ଉକ୍ତ ୪ ଜଣଙ୍କ ନାଁରେ ଆଜି ମାମଲା ରୁଜୁ ହୋଇଛି। ଗାଇସିଲଟ ଥାନା ଏଏସଆଇ ପ୍ରମୋଦ ପାତ୍ରଙ୍କ ଏତଲା ଭିତ୍ତିରେ ଏହି ମାମଲା ରୁଜୁ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ !