Masthead

ଆସନ୍ତାକାଲିଠୁ କମ୍ପିବ ପିପିଲି ମୈଦାନ

ପିପିଲି(ବଡ଼ ଖବର ବ୍ୟୁରୋ): କାଲିଠୁ କମ୍ପିବ ପିପିଲି ମୈଦାନ । ପ୍ରଚାର ପାଇଁ ଓହ୍ଲାଇବେ ହେଭିୱେଟ ନେତା । ବିଜେଡି, ବିଜେପି ଏବଂ କଂଗ୍ରେସର ଷ୍ଟାର ପ୍ରଚାରକ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ବିଜେଡିର ମଙ୍ଗ ଧରିବେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ସୋମବାର ଠାରୁ ପିପିଲିରେ ବିଜୁ ଜନତା ଦଳର ଷ୍ଟାର ପ୍ରଚାରକ ଜୋରଦାର କରିବେ ପ୍ରଚାର । ସେଥିପାଇଁ ନବୀନଙ୍କ ନେତୃତ୍ୱରେ ପ୍ରସ୍ତୁତ ହୋଇଛି ବ୍ଲୁ ପ୍ରିଣ୍ଟ । ତେବେ ନବୀନ ଆସନ୍ତା ୨୨ ତାରିଖରୁ ଭର୍ଚୁଆଲି ପ୍ରଚାରରେ ଯୋଡି ହେବେ ।

ଅନ୍ୟପଟେ ବିଜେପିର ମଙ୍ଗ ଧରିବେ ରାଜ୍ୟର ସଭାପତି ସମୀର ମହାନ୍ତି । ତେବେ ଦଳର ଷ୍ଟାର ପ୍ରଚାରକ ରହିବେ ତିନି କେନ୍ଦ୍ର ମନ୍ତ୍ରୀ । ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱନୀ ବୈଷ୍ଣବ ଏବଂ ବିଶେଶ୍ୱର ଟୁଡୁ ସୋମବାର ଠାରୁ ପିପିଲିରେ ପ୍ରଚାର ଆରମ୍ଭ କରିବେ । ସେପଟେ କଂଗ୍ରେସ ବି ପ୍ରସ୍ତୁତ । ଆଜି କଂଗ୍ରେସ ଭବନରେ ଏହାକୁ ନେଇ ଉପ ନିର୍ବାଚନ ପାଇଁ ଗଠନ ସମନ୍ନୟ କମିଟିର ବୈଠକ ବସିଥିଲା । ଚିରଞ୍ଜିବୀ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଦଳ ଜୋରଦାର ପ୍ରଚାରର କରିବ ବୋଲି ସେ କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି