Masthead

ଏ ଯାଏଁ ମିଳିନି ନିଖୋଜ ଛାତ୍ରଙ୍କ ପତ୍ତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗତକାଲି ଡ୍ରେନ ପାଣିରେ ଭାସିଯାଇଥିବା ୧୫ ବର୍ଷ ଛାତ୍ରର ଏ ଯାଏଁ କୌଣସି ପତ୍ତା ମିଳିନାହିଁ । ଟ୍ୟୁସନ୍ ଯାଉଥିବା ବେଳେ ଭୁବନେଶ୍ୱର ଏକ ନାଳରେ ଭାସି ଯାଇଥିଲେ ଜଣେ ଦଶମ ଶ୍ରେଣୀର ଛାତ୍ର ।  ରାଜଧାନୀରେ ଦେଖିବାକୁ ମିଳିଥିଲା ଏହି ଅଭାବନୀୟ ଘଟଣା । ଡ୍ରେନ ପାଣିରେ ଭାସିଯାଇଥିଲେ ଦଶମ ଶ୍ରେଣୀ ଛାତ୍ର ।

୧୫ ବର୍ଷର ଜ୍ୟୋତିପ୍ରକାଶ ବେହେରା ଡ୍ରେନରେ ଭାସି ଯାଇଥିବା ବେଳେ ଏଯାଏଁ ତାଙ୍କର କୌଣସି ପତ୍ତା ମିଳି ନାହିଁ । ସୂଚନା ଅନୁସାରେ, ଟ୍ୟୁସନ ଯାଉଥିବା ବେଳେ ଗୋଡ ଖସି ଡ୍ରେନ ଭିତରକୁ ଚାଲିଯାଇଥିଲେ। ଫଳରେ ଡ୍ରେନପାଣିରେ ଭାସିଯାଇଛନ୍ତି। ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟଜାରି ରହିଛି। ସରସ୍ଵତୀ ଶିଶୁ ମନ୍ଦିରରେ ୧୦ମ ଶ୍ରେଣୀରେ ପଢନ୍ତି ଜ୍ୟୋତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ