ଅକ୍ଟୋବରରେ ଖୋଲିବ ପ୍ରାଥମିକ ସ୍କୁଲ!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଅକ୍ଟୋବରରେ ପ୍ରାଥମିକ ବିଦ୍ୟାଳୟ ଖୋଲିବାକୁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରୁଛନ୍ତି । ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜୁଅର ବା ଏସଓପି ତିଆରି ଚାଲିଛି।

ଆସନ୍ତା ୧୫ ଦିନ ମଧ୍ୟରେ ଯଦି କରୋନା ସଂକ୍ରମଣ ଆଉ ବୃଦ୍ଧି ନ ହୁଏ ତେବେ ‌ଅକ୍ଟୋବର ପ୍ରଥମ ସପ୍ତାହ କିମ୍ବା ଦଶହରା ପରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍‌ ପାଠପଢ଼ା ଆରମ୍ଭ ହେବ। ସୂଚନାଅନୁସାରେ, ପ୍ରାଥମିକ ବିଦ୍ୟାଳୟର ୬ଷ୍ଠରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ସ୍କୁଲ ଖୋଲିବାକୁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍‌ସିପିସିଆର) ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ ମାସକ ତଳେ ଗଣଶିକ୍ଷା ସଚିବ ଅରୁଣ ସାହୁଙ୍କୁ ଚିଠି ଲେଖି ପ୍ରସ୍ତାବ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ