Masthead

ଜ୍ୟୋତିପ୍ରକାଶଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମିଳିଲା ଭାସିଯାଇଥିବା ଛାତ୍ରଙ୍କ ମୃତ ଦେହ । ଗତକାଲି ନାଳରେ ଭାସିଯାଇ ନିଖୋଜ ଥିଲେ ଛାତ୍ର । ପଞ୍ଚସଖା ନଗର ନାଳରୁ ମିଳିଳା ଛାତ୍ରଙ୍କ ମୃତଦେହ । ଗତକାଲି ଡ୍ରେନ ପାଣିରେ ଭାସିଯାଇଥିଲେ ୧୫ ବର୍ଷ ଛାତ୍ର । ଟ୍ୟୁସନ୍ ଯାଉଥିବା ବେଳେ ଭୁବନେଶ୍ୱର ଏକ ନାଳରେ ଭାସି ଯାଇଥିଲେ ଜଣେ ଦଶମ ଶ୍ରେଣୀର ଛାତ୍ର । ଗତକାଲି ରାଜଧାନୀରେ ଦେଖିବାକୁ ମିଳିଥିଲା ଏହି ଅଭାବନୀୟ ଘଟଣା ।

ସୂଚନା ଅନୁସାରେ, ଟ୍ୟୁସନ ଯାଉଥିବା ବେଳେ ଗୋଡ ଖସି ଡ୍ରେନ ଭିତରକୁ ଚାଲିଯାଇଥିଲେ। ଫଳରେ ଡ୍ରେନପାଣିରେ ଭାସିଯାଇଛନ୍ତି। ସରସ୍ଵତୀ ଶିଶୁ ମନ୍ଦିରରେ ୧୦ମ ଶ୍ରେଣୀରେ ପଢନ୍ତି ଜ୍ୟୋତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ