Masthead

୨୦୨୪ରେ ପ୍ରଧାନମନ୍ତ୍ରୀ ହେବେ ମମତା ବାନାର୍ଜୀ !

କୋଲକାତା(ବଡ଼ ଖବର ବ୍ୟୁରୋ): ପଞ୍ଜାବ ପରେ ବର୍ତ୍ତମାନ ପଶ୍ଚିମବଙ୍ଗ ରାଜନୀତି ବେଶ ଚଳଚଞ୍ଜଳ ହୋଇ ଉଠିଛି । ଡ଼ିସେମ୍ବର ୩୦ରେ ନିର୍ବାଚନ ଥିବାରୁ ତୃଣମୂଳ କଂଗ୍ରେସ ଏବଂ ଭାରତୀୟ ଜନତା ପାର୍ଟି ଉଭୟ ପ୍ରଚାର ଜୋରଦାର ଆରମ୍ଭ କରିଦେଇଛନ୍ତି । ଏହା ମଧ୍ୟରେ ନୂଆ ନୂଆ ଟିଏମସିରେ ମିଶିଥିବା ବାବୁଲ ସୁପ୍ରିୟୋ ବଡ଼ ବୟାନ ଦେଇଛନ୍ତି । ତେବେ ୨୦୨୪ ମସିହାରେ ମମତା ପ୍ରଧାନମନ୍ତ୍ରୀ ହେବା ଆଶଙ୍କା ଅଧିକ ବୋଲି ବାବୁଲ ସୁପ୍ରିୟୋ କହିଛନ୍ତି ।

ଏହା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକଳ୍ପ ଭାବରେ ମମତା ବାନାର୍ଜୀଙ୍କୁ ଗ୍ରହଣ କରାଯାଇପାରେ ବୋଲି ବାବୁଲ କହିଛନ୍ତି । ଗଣମାଧ୍ୟମ ସଂସ୍ଥା ଏଏନଆଇକୁ ସାକ୍ଷାତକାର ଦେଇ ସେ ଏପରି କହିଥିବାର ସୂଚନା ମିଳିଛି । କିଛି ଦିନ ପୂର୍ବରୁ ମମତା ଟପ ଫଚ୍ୟୁନର ତାଲିକାରେ ମମତା ବାନାର୍ଜୀ ରହିଥିବାର କଥା ସାମ୍ନାକୁ ଆସିଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ