Masthead

ସେପ୍ଟେମ୍ବର ୨୨ରେ ଆମେରିକା ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୨୨ ତାରିଖରେ ଆମେରିକା ଗସ୍ତ କରିବେ । ଏହା ସହ ୨୩ ସେପ୍ଟେମ୍ବରରେ ୱାଶିଂଟନ ଡିସିରେ ପ୍ରାଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ ବୋଲି ସୂଚନା ମିଳିଛି ।

ଅପରପକ୍ଷରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ହେବା ପରେ ଏହା ପ୍ରଧାନମନ୍ତ୍ରୀଙ୍କର ହେଉଛି ପ୍ରଥମ ଆମେରିକା ଗସ୍ତ । ରାଷ୍ଟ୍ରପତି ବାଇଡେନଙ୍କୁ ଭେଟିବା ପରେ ପ୍ରଧାନମନ୍ତ୍ରୀ ଉପରାଷ୍ଟ୍ରପତି କମଲା ହାରିସ ଏବଂ ଅନ୍ୟ ନେତାଙ୍କୁ ମଧ୍ୟ ଭେଟିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ