Masthead

ପୂର୍ବ ଶତ୍ରୁତାରୁ ହତ୍ୟା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ପୂର୍ବ ଶତ୍ରୁତାରୁ ହତ୍ୟା । ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁର ଥାନା ଚିଙ୍ଗୁଡ଼ିଘାଇ ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ଗଣେଶ ପୂଜା ବିସର୍ଜନ ଚାଲିଥିବା ବେଳେ ଜଣେ ଯୁବକ ମଦ୍ୟପାନ କରି କୋଠଘରେ ଶୋଇଥିଲେ ।

ତାଙ୍କ ମୁଣ୍ଡରେ କେହି ପଥର ଛେଚି ହତ୍ୟା କରିଛନ୍ତି । ହତ୍ୟାକାରୀ ରକ୍ତରେ ପରବର୍ତ୍ତୀ ଟାର୍ଗେଟ ଡ୍ରାଇଭର ଗୈଡ ବୋଲି ଲେଖିଛନ୍ତି । ପୋଲିସ୍ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼