Masthead

ବାୟୁସେନା ଦିବସ ପରେଡରେ ଭାଗ ନେବ ରାଫେଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅକ୍ଟୋବର ୮ରେ ଭାରତୀୟ ବାୟୁସେନା ଗର୍ବର ସହ ପାଳନ କରିବ ତା’ର ୮୮ ତମ ବାର୍ଷିକ ଉତ୍ସବ । ସବୁବର୍ଷ ପରି ଏଥର ମଧ୍ୟ ଆୟୋଜିତ ହେବ ରଙ୍ଗାରଙ୍ଗ ଉତ୍ସବ । ଆଉ ଅନୁଷ୍ଠିତ ହେବ ଚିତ୍ତାବର୍ଷକ ପରେଡ । ଏହି ପରେଡରେ ପୂର୍ବରୁ ସାମିଲ ହେଉଥିଲା ଜାଗୁଆର,ସୁଖୋଇ-୩୦,ତେଜସ୍ ଭଳି ବହୁ ଯୁଦ୍ଧ ବିମାନ । ଯୁଦ୍ଧ ବିମାନଗୁଡ଼ିକର ସମରକଳା ଦେଖୁଥିଲା ସମଗ୍ର ବିଶ୍ୱ । ମାତ୍ର ଏଥରର ପରେଡରେ ରହିଛି ଆଉକିଛି ନୂତନତା । ଭାରତୀୟ ବାୟୁସେନାରେ ସାମିଲ ହୋଇଥିବା ରାଫାଲ ଯୁଦ୍ଧ ବିମାନ ଚଳିତ ବର୍ଷର ବାୟୁସେନା ଦିବସ ପରେଡରେ ଭାଗନେଇ ସମସ୍ତଙ୍କୁ ଚମକାଇ ଦେବ ବୋଲି ଭାରତୀୟ ବାୟୁସେନା ପକ୍ଷରୁ ଆଶା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼