Masthead

୨୬ରୁ ସାରା ରାଜ୍ୟରେ ପ୍ରବଳ ବର୍ଷା !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବର୍ଷିବ, ପ୍ରବଳ ଛେଚିବ । ସେପ୍ଟେମ୍ବରରେ ଖାଲି ବର୍ଷା ହିଁ ବର୍ଷା । ଆଗକୁ ଆସୁଛି ବଡ଼ ବର୍ଷା । ୨୬ରୁ ସାରା ରାଜ୍ୟରେ ଜୋରଦାର ବର୍ଷା । ଆସନ୍ତା ୧୫ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଘୁର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବ । ଏହାର ପ୍ରଭାବରେ ୨୬ ତାରିଖରୁ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୧ ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୁଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?