Masthead

କେରଳରେ କମୁନି ସଂକ୍ରମଣ

(ବଡ଼ ଖବର ବ୍ୟୁରୋ): କେରଳ ସଂକ୍ରମଣ କମୁନି। ଗତ ୨୪ ଘଣ୍ଟାରେ ସର୍ବାଧିକ ୧୯,୬୫୩ ମାମଲା ଚିହ୍ନଟ ହୋଇଛି। ‌କେରଳରୁ ଦେଶର ନୂଆ ମାମଲାର ୬୪.୯୬ ପ୍ରତିଶତ ଚିହ୍ନଟ ହୋଇଛି। ଅନ୍ୟପକ୍ଷେ କେରଳରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୧୫୨ ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟାରେ ଦେଶରେ ସକ୍ରିୟ ମାମଲା ୧୩,୯୭୭ କମିଯାଇଛି। ଦେଶରେ ସକ୍ରିୟ ମାମଲା ଏବେ ୩,୧୮,୧୮୧।

ସକ୍ରିୟ ମାମଲା ମୋଟ୍‌ ସଂକ୍ରମଣ ମାମଲାର ୦.୯୫ ପ୍ରତିଶତ। ୬ ମାସରେ ଏହା ସବୁଠୁ କମ୍‌। ଗତ ୨୪ ଘଣ୍ଟା ରେ ଦେଶରେ ୪୩,୯୩୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏଥିସହ ଦେଶରେ ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୩,୨୭,୧୫,୧୦୫। ଦେଶରେ ଆରୋଗ୍ୟ ହାର ୯୭.୭୨ ପ୍ରତିଶତ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର