Masthead

ରାଜ୍ୟରେ ରେକର୍ଡ ଟିକାକରଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ରେକର୍ଡ ସୃଷ୍ଟି କରିଛି ଟିକାକରଣ । ଗୋଟିଏ ଦିନରେ ୪ ଲକ୍ଷ୧୬ ହଜାର ୪୫୪ଜଣ ଟିକା ନେଇଛନ୍ତି । ଯାହାକି ଆଜି ପର୍ଯ୍ୟନ୍ତ ଟିକାକରଣରେ ସର୍ବକାଳୀନ ରେକର୍ଡ । ଗତ ଜୁଲାଇ ମାସରେ ଗୋଟିଏ ଦିନରେ ୪.୨ ଲକ୍ଷ ଟିକାକରଣ ହୋଇଥିଲା । ଆଜିର ଟିକାକରଣ ସଂଖ୍ୟାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୨ କୋଟି ୭୯ଲକ୍ଷ ୩୪ ହଜାର ୭୪୪ ଡୋଜ ଟିକାଦିଆଗଲାଣି ।

ଚଳିତ ମାସ ଠାରୁ ରାଜ୍ୟ ସରକାର ଦୈନିକ ୪.୧୩ ଲକ୍ଷ ଟିକା ଦେବା ଲାଗି ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ । କେନ୍ଦ୍ର ସରକାର ଓଡ଼ିଶାକୁ ଅଧିକ ଟିକା ଦେବାପରେ ରାଜ୍ୟ ସରକାର ଟିକାକରଣ ଲକ୍ଷ୍ୟରେ ସଂଶୋଧନ କରିଥିଲେ । ଏଥିପାଇଁ ପ୍ରତ୍ୟେକ ଜିଲ୍ଲାକୁ ନୂତନ ଦୈନିକ ଟିକାକରଣ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ