ଖୋଲିଲା ହୀରାକୁଦର ୨ଟି ଗେଟ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଖୋଲିଲା ହୀରାକୁଦର ଦୁଇଟି ଗେଟ । ଜଳ ସ୍ତର ବଢୁଥିବାରୁ ଆଉ ୨ଟି ଗେଟ ଖୋଲାଯାଇଛି । ଜଳ ସ୍ତର ୬୨୯ ଦଶମିକ୍ ୫୮ ଫୁଟ୍ ରହିଛି । ଏବେ ମୋଟ ୧୨ଟି ଗେଟ ଦେଇ ଜଳ ନିଷ୍କାସିତ ହେଉଛି । ହୀରାକୁଦ୍ ଜଳ ଭଣ୍ଡାରକୁ ୧ ଲକ୍ଷ ୮୬ ହଜାର ୨୭୯ ଘନ ଫୁଟ୍ ଜଳ ପ୍ରବେଶ କରୁଥିବା ବେଳେ ୨ଲକ୍ଷ ୧୬ହଜାର ୭୯୪ ଘନଫୁଟ୍ ଜଳ ନିଷ୍କାସିତ ହେଉଛି ।

ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟର ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୋନପୁର, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ