Masthead

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ନେସ୍କୋ ଏସଡିଓଙ୍କ ଘରେ ଭିଜିଲାନ୍ସ ରେଡ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏସଡିଓ ମହେଶ୍ୱର ସେଠୀଙ୍କ ଘର ସମେତ ଏକା ସାଙ୍ଗରେ ସ୍ପଞ୍ଜ କନୋନୀ ସ୍ଥିତ ଘର , ରିମୁଳି ସ୍ଥିତ ଶ୍ଵଶୁର ଘର , ଘଟଗାଁ ଓ କେନ୍ଦୁଝର ଅଫିସରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ।

କେନ୍ଦୁଝରର କାଶୀପୁର ସ୍ପଞ୍ଜ କଲୋନୀ ସ୍ଥିତ ବାସଭବନ, ରିମୂଳି ସ୍ଥିତ ଶଶୁର ଘର ଓ ଘଟଗାଁ ବ୍ଲକ ସ୍ଥିତ ମୁକୁନ୍ଦପୁର ପାଟଣା ପୈତୃକ ବାସଭବନ ଓ କାର୍ଯ୍ୟାଳୟରେ ଏକସଙ୍ଗେ ଏହି ଚଢ଼ାଉ କରାଯାଉଛି। ବାଲେଶ୍ବର ଡିଭିଜନ ଭିଜିଲାନ୍ସ ପି କିଷାନଙ୍କ ନେତୃତ୍ୱରେ ଏହି ଚଢ଼ାଉ ଜାରି ରହିଛି । ତିନୋଟି ସ୍ଥାନ ଛଡା ଆଉ କେତୋଟି ସ୍ଥାନରେ ତାଙ୍କ ସମ୍ପତି ଅଛି ଏନେଇ ଖୋଳତାଡ଼ ଚଳାଇଛି ଭିଜିଲାନ୍ସ ବିଭାଗ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ