Masthead

ଆଫଗାନିସ୍ତାନର ଜଲାଲାବାଦରେ ସିରିଜ ବିସ୍ଫୋରଣ

(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନର ଜଲାଲାବାଦ ଏବଂ କାବୁଲରେ ତାଲିବାନ ଗାଡିକୁ ଟାର୍ଗେଟ କରି ସିରିଜ ବିସ୍ଫୋରଣ ହୋଇଛି । ଏଥିରେ ତାଲିବାନୀଙ୍କ ସମେତ ୮ ଜଣ ନିହତ ହୋଇଥିବା ସୂଚନା ମିଳିଛି । ୩୦ ଜଣ ଗୁରୁତର ହୋଇଛନ୍ତି । ଆକ୍ରମଣ ପାଇଁ ଆତଙ୍କବାଦୀ ସଂଙ୍ଗଠନ ଆଇଏସ-ଖୋରାସନ ନିଜକୁ ଦାୟି କରିଛି ।

ଆକ୍ରମଣ ପରେ ନିଜ ପ୍ରତିଦ୍ୱନ୍ଦି ତଥା ଆତଙ୍କବାଦୀ ସଂଗଠନ ପକ୍ଷରୁ ତାଲିବାନ ପ୍ରତି ବିପଦ ଆଶଙ୍କା ରହିଛି। ନଙ୍ଗାରହାର ପ୍ରଦେଶ ରାଜଧାନୀ ଜଲାଲାବାଦରେ ୪ଟି ସିରିଜ୍ ବିସ୍ଫୋରଣ ହୋଇଛି । ଆକ୍ରମଣ ପରେ ଆଇଏସଆଇଏସ-କେ ଟେଲିଗ୍ରାମ ଯୋଗେ ନିଜକୁ ଦାୟି କରିଛି । ଏଥିରେ ୩୫ ତାଲିବାନୀ ମୃତାହତ ହୋଇଥିବା ଏହି ଗୋଷ୍ଠି ଦାବି କରିଛି । ମୃତକଙ୍କ ମଧ୍ୟରେ ଶିଶୁ ଓ ମହିଳା ମଧ୍ୟ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ