Masthead

ନକଲି ବିଏଡ ଇନଷ୍ଟିଚ୍ୟୁଟ ଠାବ

କୋରେଇ (ବଡ଼ ଖବର ବ୍ୟୁରୋ): ନକଲି ବିଏଡ ଟ୍ରେନିଂ ଇନଷ୍ଟିଚ୍ୟୁଟ ଠାବ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲାରେ । ଭଦ୍ରକ ଏବଂ ଦାନଗଦୀରେ ନକଲି ଇନଷ୍ଟିଚ୍ୟୁଟ କରି ଛାତ୍ରଛାତ୍ରୀଙ୍କୁ ଠକାଯାଇଥିବା ଅଭିଯୋଗ ହୋଇଛି।ଏଭଳି ଠକାମୀର ଶୀକାର ହୋଇଛନ୍ତି ଯାଜପୁର, ଭଦ୍ରକ ଓ ଖୋର୍ଦ୍ଧା ଅଞ୍ଚଳର ୪୦ରୁ ଅଧିକ ଛାତ୍ରଛାତ୍ରୀ ।

ସୂଚନା ପାଇ ଦାନଗଦୀ ଫାଣ୍ଡି ଅଧିକାରୀ ଏକ ବସ୍ ଓ ଇନଷ୍ଟିଚ୍ୟୁଟ ମାଲିକ ସମେତ ୩ଜଣଙ୍କୁ ଅଟକ ରହିଛି। ଆନ୍ଧ୍ରର ଆଚାର୍ଯ୍ୟ ନାଗାର୍ଜୁନ ବିଶ୍ବବିଦ୍ୟାଳୟରେ ବିଏଡ୍ କରାଇ ଦେବାକୁ କହି ଛାତ୍ରଛାତ୍ରୀଙ୍କୁ ଠକାଯାଇଥିବା ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ