Masthead

କୋଇଲା ଟ୍ରକରୁ ଗଞ୍ଜେଇ ଜବତ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ମାଲକାନଗିରି ଓର୍କେଲ ପୋଲିସକୁ ମିଳିଛି ସଫଳତା । ଓର୍କେଲ ପୋଲିସର ରାତ୍ରିକାଳୀନ ପାଟ୍ରୋଲିଂ ସମୟରେ ଛତିଶଗଡ଼ ନମ୍ବର ଥିବା ୧୬ ଚକିଆ କୋଇଲା ବୋଝେଇ ଟ୍ରକରୁ ୯୪ ପକେଟ ଗଂଜେଇ ବସ୍ତାକୁ ଜବତ କରିବା ସହ ଟ୍ରକରେ ଥିବା ୩ ଜଣକୁ ଗିରଫ କରିଛି ପୋଲିସ ।

ଉକ୍ତ ୯୪ ବସ୍ତା ଗଂଜେଇ ୨ ଟନ ୫୬ କେଜି ହୋଇଥିବା ବେଳେ ତାହାର ଆନୁମାନିକ ମୂଲ୍ୟ ପ୍ରାୟ ୨ କୋଟି ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଚିତ୍ରକୋଣ୍ଡା ଏସଡିପିଓ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼