Masthead

ଶିଶୁଙ୍କଠାରେ କୋଭାକ୍ସିନର ୨\୩ ପର୍ଯ୍ୟାୟ ପରୀକ୍ଷଣ ଶେଷ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ହାଇଦ୍ରାବାଦର ବାୟୋଟେକନୋଲୋଜି କମ୍ପାନୀ ତଥା କୋଭାକ୍ସିନ ପ୍ରସ୍ତୁତ କରୁଥିବା ଭାରତ ବାୟୋଟେକ ଶିଶୁଙ୍କଠାରେ କୋଭାକ୍ସିନର ୨\୩  ପର୍ଯ୍ୟାୟ ପରୀକ୍ଷଣ ଶେଷ କରିଛି । ୧୮ ବର୍ଷରୁ କମ ବୟସର ଶିଶୁଙ୍କଠାରେ କୋଭାକ୍ସିନର ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ଶେଷ ହୋଇଛି ବୋଲି ଭାରତ ବାୟୋଟେକ କହିଛି ।

ଆସନ୍ତା ସପ୍ତାହରେ ଭାରତ ବାୟୋଟେକ ଏହି ତଥ୍ୟ ଡିସିଜିଆଇରେ ଦାଖଲ କରିବ । ଭାରତ ବାୟୋଟେକର ଅଧ୍ୟକ୍ଷ କ୍ରୀଷ୍ଣା ଏଲ୍ଲା କହିଛନ୍ତି, ଅକ୍ଟୋବରରେ କୋଭାକ୍ସିନ ଉତ୍ପାଦନ ୫୫ ନିୟୁତରେ ପହଞ୍ଚିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି