Masthead

୨୪ରେ ମୋଦି-ବାଇଡେନ୍‌ ଆଲୋଚନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ମୋଦିଙ୍କ ୫ ଦିନିଆ ଆମେରିକା ଗସ୍ତ । ସେପ୍ଟେମ୍ବର ୨୨ରୁ ୨୬ ପର୍ଯ୍ୟନ୍ତ ‌ ମୋଦି ଆମେରିକା ଗସ୍ତ କରିବେ ବୋଲି ବିଦେଶ ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଳା ଘୋଷଣା କରିଛନ୍ତି। ହର୍ଷବର୍ଦ୍ଧନ କହିଛନ୍ତି, ପ୍ରଧାନମନ୍ତ୍ରୀ ଆସନ୍ତା ୨୪ ତାରିଖରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସହ ଦ୍ବିପା‌କ୍ଷିକ କଥାବାର୍ତ୍ତା କରିବେ।

ବାଣିଜ୍ୟ ଏବଂ ବିନି‌ଯୋଗ, ପ୍ରତିରକ୍ଷା ଏବଂ ସୁରକ୍ଷା ସହଯୋଗ ଆଦି କ୍ଷେତ୍ର ସମତେ ଅନ୍ୟାନ୍ୟ ବିଷୟବସ୍ତୁ ଉପରେ ମୋଦି-ବାଇଡେନ୍‌ ଆଲୋଚନା କରିବେ। ଆଫଗାନିସ୍ତାନରେ ବର୍ତ୍ତମାନର ଆଞ୍ଚଳିକ ସୁରକ୍ଷା ସ୍ଥିତି ସଂକ୍ରାନ୍ତରେ ମଧ୍ୟ ଏହି ବୈଠକରେ ଆଲୋଚନା ହୋଇପାରେ। ମୋଦି ମଧ୍ୟ ଆମେରିକା ଉପରାଷ୍ଟ୍ରପତି କମଳା ହାରିସ୍‌ଙ୍କ ସହ ପ୍ରଥମ ଥର ପାଇଁ ସାକ୍ଷାତ କରିବେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ