Masthead

କନ୍ଦରପୁରୁ ସୋସାଇଟି ସମ୍ପାଦକଙ୍କ ଦବଙ୍ଗଗିରି

କଟକ(ବଡ଼ ଖବର ବ୍ୟୁରୋ): କନ୍ଦରପୁରୁ ସୋସାଇଟି ସମ୍ପାଦକଙ୍କ ଦବଙ୍ଗଗିରି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଦରପୁରୁ ସୋସାଇଟି ବ୍ୟାଙ୍କରେ । ସୂଚନା ଅନୁସାରେ ବ୍ୟାଙ୍କର ସମ୍ପାଦକ ଲକ୍ଷାଧିକ ଟଙ୍କାର ଆତ୍ମସାତ କରିଥିଲେ ।

ଅଭିଯୋଗ ପରେ ଗ୍ରାଉଣ୍ଡୁ ଜିରୋ ରୁ ପ୍ରଥମେ ବଡ଼ଖବର ପ୍ରସାରଣ କରିଥିଲା। କିନ୍ତୁ ସୋସାଇଟିର ସମ୍ପାଦକ ନିଜ ମତାମତ ଦେବା ପାଇଁ ଟାଳ ଟୁଳ ନୀତି ଅବଲମ୍ବନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା