ବିପଦ ସଂକେତ ଉପରେ ଜଳକା

ରେମୁଣା(ବଡ଼ ଖବର ବ୍ୟୁରୋ): ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ । ଭୟଭୀତ ଅବସ୍ଥାରେ ଚାଷୀ କୂଳ । ବନ୍ୟାପାଣିରେ ବୁଡ଼ି ରହିଛି ଶହ ଶହ ହେକ୍ଟର ଚାଷଜମି ଏବଂ ଗାଁ । ନଦୀର ମଥାନୀ ଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ସକାଳ ୭ଟା ସୁଧା ୭ ମିଟର ଉପରେ ପ୍ରବାହିତ ହେଉଛି ଜଳସ୍ତର।

ବର୍ଷା ଲାଗି ରହିଥିବା ଫଳରେ ନଦୀର ଉପର ମୁଣ୍ଡ ମୟୂରଭଞ୍ଜର ବିଭିନ୍ନ ଅଞ୍ଚଳରେ ଜଳସ୍ତର ବୃଦ୍ଧି ପାଉଥିବାରୁ ବନ୍ୟା ଦେଖା ଦେଇଛି । ବନ୍ୟା ଯୋଗୁଁ ବସ୍ତା ବ୍ଲକର ୧୨ ଟି ପଞ୍ଚାୟତ ଏବଂ ସଦର ବ୍ଲକର ୨ଟି ପଞ୍ଚାୟତ ପ୍ରଭାବିତ ହେବାର ସମ୍ଭାବନା ରହିଛି । ଗାନ୍ଧୀ ଛକ ରୁ ବାଲିଆପାଳ କୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ 🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ 🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ