Masthead

୧୦୦ କୋଟି ଟୀକାକରଣ କରିବା ଲକ୍ଷ୍ୟରେ ସରକାର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ସାରା ଦେଶରେ କରୋନା ଆୟତ୍ତ୍ୱ ହେବାରେ ଲାଗିଛି । ଏପରିକି ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ କରୋନା ଟୀକାକରଣ ପାଇଁ ବିଶ୍ୱ ରେକର୍ଡ ସୃଷ୍ଟି ହୋଇଥିଲା । ତେଣୁ ଚଳିତଥର ୧୦୦ କୋଟିରୁ ଅଧିକ ଟୀକାକରଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବାର ସୂଚନା ମିଳିଛି । ଏନେଇ ଆସନ୍ତା ୧୭ ଦିନ ମଧ୍ୟରେ ପ୍ରାୟ ୧୮ କୋଟି ଜନସଂଖ୍ୟାକୁ ଟୀକା ଯୋଗାଇବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଯେଉଁଥି ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଏକ ଟିମ ଏହାର ପ୍ରସ୍ତୁତିରେ ନିୟୋଜିତ ଅଛନ୍ତି ।

ଅପରପକ୍ଷରେ ୭ ଅକ୍ଟୋବର ସୁଦ୍ଧା ରେକର୍ଡ ଟୀକାକରଣ ମାଧ୍ୟମରେ ୧୦୦ କୋଟି ମାର୍କ ପୂରଣ ଲକ୍ଷ୍ୟରେ କାର୍ଯ୍ୟ କରାଯାଉଛି । ୨୦୦୧ ମସିହା ୭ ତାରିଖରେ ପ୍ରଧାନମନ୍ତ୍ରୀ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ । ତେଣୁ ଏହି ଦିନକୁ ଜନ୍ମଦିନରେ ଯେପରି ଟୀକାକରଣର ରେକର୍ଡ ସୃଷ୍ଟି କରାଯାଇଥିଲା । ସେହିପରି ଅକ୍ଟୋବର ୭ତାରିଖରେ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରିବାର ଯୋଜନାରେ ରହିଛନ୍ତି ସରକାର ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ