Masthead

୧୦ କଂଗ୍ରେସ କର୍ମୀ ଅଟକ

ସଇଁନ୍ତଲା (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ୧୦ କଂଗ୍ରେସ କର୍ମୀ ଅଟକ । ଦିନିକିଆ ବଲାଙ୍ଗୀର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ବିଭିନ୍ନ ପ୍ରକଳ୍ପକୁ ଶିଳାନ୍ୟାସ କରିବା ପାଇଁ ଯୋଜନା ହୋଇଥିଲା । ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ସାମ୍ନାରେ ରଖି ସଇଁନ୍ତଲା ପୋଲିସ ଆଜି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂ ଭୋଇଙ୍କ ସମେତ କିଛି କଂଗ୍ରେସ କର୍ମୀକୁ ଥାନାରେ ଅଟକ ରଖିଛି ।

ସେପଟେ ସଇଁତଲା ବ୍ଲକ ବେଲଗା ତେଲ ନଦୀ ନିକଟରେ ଓଭର ଟ୍ୟାଙ୍କ ବନି ଥିବାରୁ ଜଣକର ୩୨ ଏକର ଚାଷ ଜମି ଚାଲି ଯାଇଥିବା ବେଳେ କ୍ଷତି ପୂରଣ ଦାବିରେ ମେଗା ଜଳ ପ୍ରକଳ୍ପ ସମ୍ମୁଖରେ ପରିବାର ଧାରଣାରେ ବସିଥିଲେ । ସଇଁତଲା ପୋଲିସ ଖବର ପାଇ ପରିବାରକୁ ଥାନାରେ ଅଟକ ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା