Masthead

ନେତା ନେଲେ ଟଙ୍କା!

ରେମୁଣା (ବଡ଼ ଖବର ବ୍ୟୁରୋ): ରେମୁଣା ବିଜେଡି ବିଧାୟକ ସୁଧାଂଶୁ ଶେଖର ପରିଡ଼ାଙ୍କ ନାଁରେ ସଙ୍ଗୀନ ଅଭିଯୋଗ । ନେଇଛନ୍ତି ଲକ୍ଷ ଲକ୍ଷ ଟଙ୍କା ହେଲେ ଫେରାଇନାହାନ୍ତି । ଯାହାକୁ ନେଇ ମାମଲା ଏବେ କୋର୍ଟରେ ପହଂଛିଛି । ଚାନ୍ଦିପୁର ଥାନା ରଣସାହିର ତନ୍ମୟ ମହାନ୍ତିଙ୍କଠାରୁ ୧୩ଲକ୍ଷ ଟଙ୍କା ନେଇଥିଲେ ରେମୁଣା ବିଜେଡି ବିଧାୟକ ସୁଧାଂଶୁ ଶେଖର ପରିଡା । ବାରମ୍ବାର କହିବା ପରେ ମଧ୍ୟ ରେମୁଣା ବିଜେଡି ବିଧାୟକ ସୁଧାଂଶୁ ପରିଡା ଟଙ୍କା ଫେରାଇନଥିବା ଅଭିଯୋଗ ହୋଇଛି ।

ବହୁ କହିବା ପରେ ଫେରାଇଥିଲେ ୫ଲକ୍ଷ । ହେଲେ ୨୦୧୯ ନିର୍ବାଚନ ପୂର୍ବରୁ ପୁଣି ୬ଲକ୍ଷ ଟଙ୍କା ନେଇଥିଲେ । ହେଲେ ସମସ୍ତ ଟଙ୍କାକୁ ଆଉ ଫେରାଇନଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ କୋର୍ଟର ଦ୍ୱାରସ୍ତ ହୋଇଥିଲେ ତନ୍ମୟ ମହାନ୍ତି । ଆଇପିସି ଧାରା ୪୧୭, ୪୧୯ ଏବଂ ୪୨୦ରେ ମାମଲା ରୁଜୁ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା