Masthead

ମାଆ ସହ ୨ଶିଶୁଙ୍କୁ ହତ୍ୟା !

ବ୍ରଜରାଜନଗର (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରରେ ମାଆ ସହ ୨ଶିଶୁଙ୍କୁ ହତ୍ୟା । ମୃତକଙ୍କ ସ୍ୱାମୀ ଏବେବି ଫେରାର୍‌ ଅଛନ୍ତି । ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ପୋଲିସ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ୩ଜଣଙ୍କ ମୃତଦେହକୁ ଜବତ କରିଥିଲା ।

ମୃତକଙ୍କ ମଧ୍ୟରେ ମହିଳା ସୋନି ପ୍ରଧାନ ରହିଥିବା ବେଳେ ତାଙ୍କର ୫ବର୍ଷର ଶିଶୁ କନ୍ୟା ଓ ୩ ବର୍ଷର ଶିଶୁ ପୁତ୍ର ରହିଛନ୍ତି ।ବର୍ତ୍ତମାନ ସୁଦ୍ଧା ହତ୍ୟାକାଣ୍ଡର କାରଣ ଜଣାପଡିନାହିଁ । ମୃତ ମହିଳାଙ୍କ ସ୍ୱାମୀ ଫେରାର ଅଛନ୍ତି। ଘଟଣାସ୍ଥଳରେ ବ୍ରଜରାଜନଗର ପୋଲିସ ଛାନଭିନ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ