Masthead

ଯୁକ୍ତ୨ ପରୀକ୍ଷା ପାଇଁ ୧୮୫ ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅକ୍ଟୋବର ପହିଲାରୁ ଆରମ୍ଭ ହେବା ଯୁକ୍ତ୨ ଅଫଲାଇନ ପରୀକ୍ଷା । ଯୁକ୍ତ୨ ସ୍ବତନ୍ତ୍ର ପରୀକ୍ଷା ପାଇଁ କେନ୍ଦ୍ର ଚୟନ କରାଯାଇଛି। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ବିଭାଗର ୧୩ ହଜାରରୁ ଅଧିକ ପରୀକ୍ଷାର୍ଥୀ ଥିବା ବେଳେ ରାଜ୍ୟରେ ୧୮୫ଟି ପରୀକ୍ଷା କେନ୍ଦ୍ର ‌ହୋଇଛି। ପ୍ରତି କେନ୍ଦ୍ର ସହ ନକଟତମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜକୁ ଟ୍ୟାଗ୍‌ କରାଯାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା କମିଟିର ରିପୋର୍ଟ ଆଧାରରେ କେନ୍ଦ୍ରଗୁଡ଼ିକ ଚୟନ ହୋଇଛି।

ଯେକୌଣସି ସମୟରେ ପରିଷଦ ପକ୍ଷରୁ କୌଣସି ପରୀକ୍ଷା କେନ୍ଦ୍ରକୁ ପ୍ରତ୍ୟାହାର କରାଯିବାର ଅଧିକାର ରହିଛି। ଯୁକ୍ତ୨ କଲେଜକୁ ଟ୍ୟାଗ୍‌/ଡି-ଟ୍ୟାଗ୍‌ କରିବାର କ୍ଷମତା ମଧ୍ୟ ପରିଷଦର ରହିଛି। ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନଗୁଡ଼ିକରେ ଅଧିକ ସଂଖ୍ୟକ ଛାତ୍ରଛାତ୍ରୀଙ୍କ ପରୀକ୍ଷା ପାଇଁ ବ୍ୟବସ୍ଥା ହୋଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା